Masthead

ଚଢିଗଲା ଟ୍ରେନ୍, ଚାଲିଗଲା ଖୁଡୀ-ପୁତୁରାଙ୍କ ଜୀବନ

ଅନୁଗୋଳ(ବଡ଼ ଖବର ବ୍ୟୁରୋ)  ଉପରେ ଚଢିଗଲା ଟ୍ରେନ୍ । ଫଳରେ ଖୁଡୀ ପୁତୁରାଙ୍କ ଜୀବନ ଚାଲିଗଲା । ତେବେ ଆଜି ଏଭଳି ଏକ ଛାତି ଥରା ଘଟଣା ଅନୁଗୋଳ ଜିଲ୍ଲା ବଇଣ୍ଡାରେ ଘଟିଛି । ବଇଣ୍ଡାର ଜାମିନାଳୀ ନିକଟରେ ଟ୍ରେନ ଧକ୍କାରେ ଏହି ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ପ୍ରାଣ ହରାଇଥିବା ଦୁଇ ଜଣ ହେଲେ ବର୍ଷା ନାୟକ ଓ ସୁବାଷ ନାୟକ ।

ସୁବାଷଙ୍କ ଘର ଠାକୁରଗଡ ଥାନା ଅନ୍ତର୍ଗତ ପାଇକକସାହି ହୋଇଥିବାବେଳେ ବର୍ଷାଙ୍କ ଘର କଣ୍ଟାପଡା ବୋଲି ଜଣାପଡିଛି । ତେବେ ଉଭୟଙ୍କ ସମ୍ପର୍କ ଖୁଡୀ ପୁତୁରା ବୋଲି ଜଣାପଡିଛି । ତେବେ ବନ୍ଧୁ ଘରକୁ ଉଭୟ ଯାଉଥିବା ବେଳେ ଏହି ଦୁର୍ଘଟଣାର ଶିକାର ହୋଇଛନ୍ତି । ଉଭୟଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା