Masthead

ଏକାଦଶ ଶ୍ରେଣୀ ପାଇଁ ଆସିଲା ଗାଇଡଲାଇନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏକାଦଶ ଶ୍ରେଣୀ ପାଇଁ ଆସିଲା ଗାଇଡଲାଇନ । ଆସନ୍ତା ୨୧ ତାରିଖରୁ ଏକାଦଶ ଶ୍ରେଣୀ ଖୋଲିବ । ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ପକ୍ଷରୁ ସ୍ୱତନ୍ତ୍ର ଗାଇଡଲାଇନ ଜାରି କରାଯାଇଛି । ଏନେଇ ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ ସମସ୍ତ ଉଚ୍ଚ ମାଧ୍ୟମିକ ସ୍କୁଲ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଇଛନ୍ତି । ବୈଠକରେ ଏ ସଂକ୍ରାନ୍ତରେ ଆଲୋଚନା କରାଯାଇଛି ।

ଗାଇଡଲାଇନ ଅନୁସାରେ ପ୍ରଥମ ଦିନରେ ଦୂର ଦୂରାନ୍ତରୁ ଆସୁଥିବା ପିଲାଙ୍କ ପାଇଁ ଇଣ୍ଡକ୍ସନ ସେସନ୍ ରଖାଯିବ । ସେସନ୍ରେ ପିଲାଙ୍କ ସହ ଜଣେ ଅଭିଭାବକ ରହିବେ । ଅଧ୍ୟକ୍ଷ, ବରିଷ୍ଠ ଅଧ୍ୟାପକ ଇଣ୍ଡକ୍ସନ କ୍ଲାସ ପରିଚାଳନା କରିବେ । ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ୟୁଟ୍ୟୁବ୍ କ୍ଲାସ ମଧ୍ୟ ହେବ । ଛାତ୍ରଛାତ୍ରୀମାନେ ନଭେମ୍ବର ୧ରୁ ସମ୍ପୂର୍ଣ୍ଣ ୟୁନିଫର୍ମ ସହ କ୍ଲାସ ରୁମରେ ପ୍ରବେଶ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ