Masthead

ବିପଦ ସଙ୍କେତ ଉପରେ ଜଳକା

ବସ୍ତା (ବଡ଼ ଖବର ବ୍ୟୁରୋ): ବିପଦ ସଙ୍କେତ ଉପରେ ଜଳକା । ମଥାନୀଠାରେ ବିପଦ ସଙ୍କେତ ୫.୫ ଥିବାବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ୬.୦୨ ମିଟରରେ ପ୍ରବାହିତ ହେଉଛି । ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଇଛି । ବନ୍ୟା ଆଶଙ୍କା ସହ ନଦୀବନ୍ଧ ଦୁର୍ବଳ ଥିବାରୁ ଚିନ୍ତାରେ ନଦୀକୂଳ ବାସୀ । ନଦୀର ଉପର ମୁଣ୍ଡ ମୟୁରଭଞ୍ଜ ଜିଲ୍ଲାର ଶୁଳିଆପଦା, ମୋରଡା, ତିତ୍ରଡା, ରାସଗୋବିନ୍ଦପୁର ଅଞ୍ଚଳରେ ବର୍ଷା କାରଣରୁ ବଢୁଛି ନଦୀର ଜଳସ୍ତର ।

ଗତ ବନ୍ୟାରେ ବସ୍ତା ବ୍ଲକରେ ୫ ଶହ ହେକ୍ଟରରୁ ଅଧିକ ଜମିରେ ଧାନ ନଷ୍ଟ ହୋଇଥିଲା । ପୁଣି ଯଦି ବନ୍ୟା ହୁଏ ତାହାହେଲେ ଧାନ ଥୋଡରେ ପାଣି ପଶି ସମସ୍ତ ଧାନ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି । ଯଦି ବନ୍ୟା ହୁଏ ତାହାହେଲେ ବସ୍ତା ବ୍ଲକର ୭ଟି ପଞ୍ଚାୟତରୁ ୫ ହଜାରରୁ ଅଧିକ ହେକ୍ଟର ଧାନ ଫସଲ ନଷ୍ଟ ହେବା ସହିତ ସଦର ବ୍ଲକର ୨ଟି ପଞ୍ଚାୟତରୁ ୧ ହଜାର ହେକ୍ଟର ଧାନ ଫସଲ ପ୍ରଭାବିତ ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼