Masthead

ଜଙ୍ଗଲରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଲମତାପୁଟ (ବଡ଼ ଖବର ବ୍ୟୁରୋ): ଜଙ୍ଗଲ ଭିତରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ । ଲମତାପୁଟ ପୋଲିସକୁ ସଫଳତା ମିଳିଛି।କାକଲପଡା ଅଞ୍ଚଳରୁ ହରିୟାଣାକୁ ଗଞ୍ଜେଇ ଚୋରା ଚାଲଣ ବେଳେ ଧରିଲା ଲମତାପୁଟ ପୋଲିସ । କାରରେ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି ଲମତାପୁଟ ପୋଲିସ ।

ବିଶେଷ ସୂତ୍ରରୁ ଖବର ପାଇ କୋରାପୁଟ ଏସପିଙ୍କ ନିର୍ଦ୍ଦେଶ କ୍ରମେ ନନ୍ଦପୁର ଏସଡିପିଓଙ୍କ ନେତୃତ୍ୱରେ ଲମତାପୁଟ ଫାଣ୍ଡି ଅଧିକାରୀ କାକଲପଡା ଗ୍ରାମ ନିକଟ ଜଙ୍ଗଲର ଗଞ୍ଜେଇ ଚୋରା ଚାଲାଣ ଖବର ମିଳିଥିଲା ।ଗାଡି ଛାଡି ଜଙ୍ଗଲ ଭିତରକୁ ମାଫିଆମାନେ ଫେରାର ହୋଇଯାଇଥିବାବେଳେ କାର ଯାଞ୍ଚ କରିବାରୁ କାର ଭିତରୁ ୧ କ୍ୟୁଣ୍ଟାଲ ଗଞ୍ଜେଇ ଜବତ ହୋଇଥିଲା । ଯାହାର ଆନୁମାନିକ ମୂଲ୍ୟ୧୦ ଲକ୍ଷ ଠଙ୍କା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ