Masthead

୩ ପୋଲିସ କର୍ମଚାରୀ ସସପେଣ୍ଡ

ଟିଟଲାଗଡ଼ (ବଡ଼ ଖବର ବ୍ୟୁରୋ): ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଗୋବିନ୍ଦ ସାହୁ ପୋଲିସ ହେପାଜତରୁ ଫେରାର । ମମିତା ନିଖୋଜ ସମ୍ପର୍କରେ ବଲାଙ୍ଗୀର ଜିଲ୍ଲା ସିନ୍ଧିକେଲା ଥାନାରେ ଅଭିଯୋଗ ହୋଇଥିଲା । ପୋଲିସ ସନ୍ଦେହରେ ସ୍କୁଲର ଅଧ୍ୟକ୍ଷ ଗୋବିନ୍ଦ ସାହୁଙ୍କୁ ୫ଦିନଧରି ଥାନାରେ ଅଟକ ରଖିଥିଲା ।

ଏହି ଘଟଣାରେ ପୋଲିସର ଭୂମିକାକୁ ନେଇ ସାଧାରଣରେ ସନ୍ଦେହ ହୋଇଥିଲା । ଏପରିକି ବିରୋଧୀ ଗୃହରାଷ୍ଟ୍ରମନ୍ତ୍ରୀ ଦିବଶଙ୍କର ମିଶ୍ରଙ୍କୁ ଟାର୍ଗେଟ କରିଥିଲେ । ବାଧ୍ୟ ହୋଇ ପୋଲିସ ଗୋବିନ୍ଦ ସାହୁଙ୍କୁ ଟିଟିଲାଗଡ଼ ଥାନାକୁ ଆଣିଥିଲା । ଗତକାଲି ରାତିରେ ଗୋବିନ୍ଦ ସାହୁ ଖାଇ ସାରି ହାତ ଧୋଇବା ବାହାନା କରି ଫୋରାର ହୋଇଯାଇଛନ୍ତି । ଗୋବିନ୍ଦ ଫେରାର ଘଟଣାରେ ବଲାଙ୍ଗୀର ଏସପି ୩ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ