Masthead

କାରଖାନାରେ ଅଗ୍ନିକାଣ୍ଡ, ୨ ଶ୍ରମିକ ମୃତ

ସୁରତ (ବଡ଼ ଖବର ବ୍ୟୁରୋ): ଗୁଜରାଟ ସୁରତର କଡ଼ୋଦରା ଅଞ୍ଚଳର ଏକ କାରଖାନାରେ ଅଗ୍ନିକାଣ୍ଡ । ୨ ଶ୍ରମିକ ମୃତ । ୧୨୫ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଅଗ୍ନିଶମ ବାହିନୀ ଦ୍ୱାରା ନିଆଁ ଆୟତ୍ତ ଉଦ୍ୟମ କରାଯାଉଛି । ଚିରାୟୁ ପ୍ୟାକେଜିଂ ମିଲରେ ୫ ମହଲା ଗ୍ରାଉଣ୍ଡରେ ଲାଗିଛି ନିଆଁ ।

ବିଲ୍ଡିଂରେ ଅନେକ ଶ୍ରମିକ ଫସି ରହିଥିଲେ । ୨ ଟି ହାଇଡ୍ରୋଲିକ୍ କ୍ରେନ୍ ସାହାଯ୍ୟରେ ଶ୍ରମିକମାନଙ୍କୁ ଉଦ୍ଧାର କରାଯାଉଛି । ଘଟଣାସ୍ଥଳରେ ୨ ଶ୍ରମିକଙ୍କର ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ