Masthead

କଇଁଫୁଲ ତୋଳିବାକୁ ଯାଇ ବୁଡିଗଲେ ଦୁଇ ଭାଇ

ଯାଜପୁର(ବଡ଼ ଖବର ବ୍ୟୁରୋ):  ଜୋରରେ ବୁଡିଗଲେ ଦୁଇ ନାବାଳକ । କଇଁ ଫୁଲ ତୋଳିବାକୁ ଯାଇ ବୁଡିଗଲେ ଦୁଇ ଭାଇ । ତେବେ ଏଭଳି ଏକ ଅଭାବନୀୟ ଘଟଣା ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଅଞ୍ଚଳରେ ଘଟିଛି । ମଙ୍ଗଳପୁର ଥାନା ତରପଦା ପଞ୍ଚାୟତ ଗୋପକୂଳ ଗାଁର କୁନି ଜେନାଙ୍କ ପୁଅ ବିଭୁତି ଜେନା ଓ ଉମା ଜେନାଙ୍କ ପୁଅ ଦିବ୍ୟ ରଞ୍ଜନ ଜେନା କଇଁ ଫୁଲ ତୋଳିବାକୁ ବୈତରଣୀ ନଦୀର କୁଟୁରିଆଠାରେ ଥିବା ଜୋରକୁ ଯାଇଥିଲେ ।

ତେବେ ସେଠାରେ ପାଣି ଅଧିକ ଥିବାରୁ ସେମାନେ ବୁଡି ଯାଇଥିଲେ । ତେବେ ଦୀର୍ଘ ସମୟ ଧରି ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ । ପରେ ଜୋରରେ ଖୋଜିବାରୁ ସେମାନେ ଦୁଇ ଭାଇଙ୍କ ମୃତଦେହ ଭାସୁଥିବାର ଦେଖିଥିଲେ । ଦୁଇ ଭାଇଙ୍କ ମୃତ ଦେହକୁ ଉଦ୍ଧାର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ