Masthead

ବରିଷ୍ଠ ଓଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଜିଲ୍ଲାପାଳ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଚନ୍ତି ରାଜ୍ୟ ସରକାର । ଜଗତସିଂହପୁର ଜିଲ୍ଲାପାଳ ଥିବା ବରିଷ୍ଠ ଓଏଏସ୍ ଅଧିକାରୀ ସଂଗ୍ରାମ ମହାପାତ୍ରଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ନିଯୁକ୍ତ କରାଯାଇଛି । ଆଇଏସଏସ୍ ଅଧିକାରୀ ପାରୁଲ ପଟଓ୍ବାରିଙ୍କୁ ଜଗତସିଂହପୁର ଜିଲ୍ଲାପାଳ ନିଯୁକ୍ତ କରାଯାଇଛି ।

ସେହିପରି ଖୋର୍ଦ୍ଧା ଜିଲ୍ଲାପାଳ ରହିଥିବା ବରିଷ୍ଠ ଓଏଏସ ଅଧିକାରୀ ସନତ କୁମାର ମହାନ୍ତିଙ୍କୁ ଝଉଋଜଞର ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି । ଆଇଏଏସ ଅଧିକାରୀ ଗଙ୍ଗାଧର ସାହୁଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ