ଆଉ ଏକ ଲଘୁଚାପ, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ । ପଶ୍ଚିମବଙ୍ଗ ଓ ସଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ସୋମବାର ମୟୁରଭଞ୍ଜ ଓ ବାଲେଶ୍ୱର ଜଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଥିବା ବେଳେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ରେକର୍ଡ ହୋଇଛି।

ଏହା ବ୍ୟତୀତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆଜି ମଧ୍ୟ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି । ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ