Masthead

ଶିକ୍ଷୟିତ୍ରୀ ନିଖୋଜ ଘଟଣା, ଷ୍ଟାଡିୟମ ସିଲ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ସନସାଇନ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣା। ନିର୍ମାଣଧୀନ ମହାଲିଙ୍ଗ ଖେଳପଡିଆରେ ଗୋଟିଏ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ। ମାଜିଷ୍ଟ୍ରେଟ ଦାୟିତ୍ୱରେ ଅତିରିକ୍ତ ତହସିଲଦାର ଓ କେଗାଁ ଥାନା ଅଧିକାରୀ ଉପସ୍ଥିତ। ପଡିଆର ତନାଘନା କରିବ ପୋଲିସ୍। ଫେରାର ସ୍କୁଲ ସଭାପତି ଗୋବିନ୍ଦ ସାହୁ ଏହି ଖେଳ ପଡିଆର ଠିକାଦାର ଅଛନ୍ତି।

ନିଖୋଜ ମମିତା ମେହେରଙ୍କ ସହ କୈାଣସି ଅଘଟଣ ପରେ ଏହି ଖେଳପଡିଆର ମାଟିତଳେ ପୋତି ଦେଇଥିବା ଅନୁମାନରେ ପୋଲିସର ଯାଂଚ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ପୋଲିସ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା