Masthead

ଶପଥ ନେଲେ ୩ ନୂଆ ବିଚାରପତି

କଟକ (ବଡ଼ ଖବର ବ୍ୟୁରୋ): ଶପଥ ନେଲେ ୩ ନୂଆ ବିଚାରପତି । ଆଜି ହାଇକୋର୍ଟରେ ୩ ଜଣ ନୂଆ ବିଚାରପତି ଶପଥ ଗ୍ରହଣ କରିଛନ୍ତି । ଆଇନଜୀବୀ ମୃଗାଙ୍କ ଶେଖର ସାହୁ ନୂଆ ବିଚାରପତି ଭାବେ ଶପଥ ନେଇଛନ୍ତି । ଜୁଡିସିଆଲ ଅଫିସର ରାଧାକୃଷ୍ଣ ପଟ୍ଟନାୟକ ମଧ୍ୟ ଶପଥ ନେଇଛନ୍ତି ।

ସେହିଭଳି ଶଶିକାନ୍ତ ମିଶ୍ର ମଧ୍ୟ ହାଇକୋର୍ଟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ନୂଆ ବିଚାରପତିମାନଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ଏସ ମୂରଲୀଧର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା