Masthead

ପଞ୍ଜାବ ସରକାର ଛାଡ଼ କଲେ ବକେୟା ବିଦ୍ୟୁତ ବିଲ

ଅମୃତସର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବିଜୁଳି ଗ୍ରାହାକଙ୍କ ପାଇଁ ବକେୟା ବିଲ ଛାଡ଼ କରିଛନ୍ତି ରାଜ୍ୟସରକାର । ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ଗ୍ରାହକଙ୍କ ପାଇଁ ବକେୟା ବିଲ ଛାଡ଼ କରିଛନ୍ତି । ସେ କହିଛନ୍ତି ପଞ୍ଜାବ ସରକାର ବକେୟା ବିଲ ଛାଡ଼ କରିବା ପାଇଁ ନିଷ୍ପତ୍ତି ନେଇଥିଲେ ଏବଂ କାର୍ଯ୍ୟକାରୀ କଲେ । ବିଲ ଛାଡ଼ ଦ୍ୱାରା ରାଜ୍ୟ ରାଜକୋଷ ଉପରେ ୧୨୦୦ କୋଟି ଟଙ୍କାର ଚାପ ପଡ଼ିବ ।

ସୂଚନା ଅନୁସାରେ ପଞ୍ଜାବ ସରକାର ଗତ ମାସରେ ଘୋଷଣା କରିଥିଲେ ଯେ ରାଜ୍ୟରେ ଯେଉଁମାନଙ୍କର ୨ କିଲୋୱାଟ ପର୍ଯ୍ୟନ୍ତ ବିଦ୍ୟୁତ ଯୋଗାଣ ଥିବ ସେମାନଙ୍କର ବିଦ୍ୟୁତ ବିଲ ଛାଡ଼ କରାଯିବ । ସେହିପରି ବିଜୁଳି ବିଲ ପୈଠ କରିନଥିବା ଯୋଗୁଁ ଯେଉଁମାନଙ୍କର ବିଦ୍ୟୁତ ସଂଯୋଗ କଟି ଯାଇଛି ସେମାନଙ୍କୁ ନୂଆ ବିଦ୍ୟୁତ ସଂଯୋଗ ଦିଆଯିବ ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ