Masthead

ଅପରାଧ ଯୋଜନା ପଣ୍ଡ କଲା ପୋଲିସ

ରାଜକନିକା (ବଡ଼ ଖବର ବ୍ୟୁରୋ): ରାଜକନିକା ପୋଲିସକୁ ବଡ଼ ସଫଳତା । ଅପରାଧ ଘଟାଇବାକୁ ଯୋଜନା କରୁଥିବାବେଳେ ଚାରି ଅପରାଧୀଙ୍କୁ କାବୁ କରିଛି ରାଜକନିକା ପୋଲିସ।ଜଣେ ଖସି ଯିବାରେ ସଫଳ ହୋଇଥିବା ବେଳେ ଗୋଟିଏ ଟାଟା ସଫାରି (ଯେଉଁଥିରେ ଆମ ହାଣ୍ଡିସାଳ)ଲେଖାଥିବା ଗାଡି ଓ ଗୋଟିଏ ଦେଶୀ ପିସ୍ତଲ ତିନି ରାଉଣ୍ଡ ଜୀବନ୍ତ ଗୁଳି ଜବତ ହୋଇଛି।

ତେବେ ଅପରାଧୀମାନଙ୍କ ମଧ୍ୟରୁ ଦୁଇଜଣ କେନ୍ଦ୍ରାପଡାର ହୋଇଥିବା ବେଳେ ବାକି ଦୁଇଜଣ ରାଜକନିକା ଅଞ୍ଚଳର ବୋଲି ବିଶେଷ ସୂତ୍ରରୁ ଜଣା ପଡ଼ିଛି। ଉକ୍ତ ଗାଡିଟି ରାଜକନିକାର ଆୟତନ ଅଞ୍ଚଳର ଅପରାଧିକ ମାମଲାରେ ସମ୍ପୃକ୍ତ ଥିବା ନାଲୁର ବୋଲି ଜଣା ପଡ଼ିଛି।ତେବେ ଏନେଇ ପୋଲିସ ଅଧିକ ତଦନ୍ତ କରୁଥିବା ଜଣା ପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ