Masthead

ସାବାସ୍ ମହିଳା ଯବାନ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ବିଭିନ୍ନ କ୍ଷେତ୍ରରେ ମହିଳାମାନେ ସେମାନଙ୍କ ଦକ୍ଷତା ଦେଖାଇ ଉଚ୍ଚ ପ୍ରଶଂସିତ ହେଉଛନ୍ତି । ଏଇ ଯେମିତି ଓଡ଼ିଶା-ଛତିଶଗଡ଼ ସୀମାନ୍ତ ଦାନ୍ତେୱାଡା ଜିଲ୍ଲାରେ ଘଟିଛି । ଦୁଇ ମହିଳା କମାଣ୍ଡୋ ମାଓ ଆକ୍ରମଣ ଯୋଜନା ପଣ୍ଡ କରି ସାଉଁଟିଛନ୍ତି ଭୁରି ଭୁରି ପ୍ରଶଂସା । ଗତକାଲି କୁମ୍ବିଂ ବେଳେ ଓଡ଼ିଶା-ଛତିଶଗଡ଼ ସୀମାନ୍ତ ଦାନ୍ତେୱାଡା ଜିଲ୍ଲା ଟେଲମ ଓ ଟେଟମକୁ ସଂଯୋଗ କରୁଥିବା ରାସ୍ତାରୁ ୧୦କେଜିର ଲ୍ୟାଣ୍ଡମାଇନକୁ ଠାବ କରିଛନ୍ତି ଏହି ଦୁଇ ମାହିଳା କାମଣ୍ଡୋ । କାମାଣ୍ଡୋମାନେ କୁମ୍ବିଂ ସାରି ଫେରିବା ବେଳେ ଗ୍ରାମବାସୀଙ୍କଠାରୁ ଖବର ପାଇ ଡିଟେକ୍ଟର ସାହାଯ୍ୟରେ ଲ୍ୟାଣ୍ଡମାଇନ ଠାବ କରିଥିଲେ । ପରେ ବିସ୍ପୋରଣକରି ଏହାକୁ ନଷ୍ଟ କରାଯାଇଥିଲା । କିଛିଦିନ ହେବ ମାଓ ସଂଗଠନ ଭୁଶୁଡ଼ିବାରେ ଲାଗିଛି । ମାଓବାଦୀମାନେ ନିଜର ଉପସ୍ଥିତି ଜାହିର କରିବା ପାଇଁ ଯବାନମାନଙ୍କୁ ଟାର୍ଗେଟ କରୁଥିବା ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ