Masthead

କାଠଯୋଡ଼ିକୁ ଡେଇଁ ଜୀବନ ହାରିଲେ ଯୁବକ

କଟକ(ବଡ଼ ଖବର ବ୍ୟୁରୋ): କାଠଯୋଡ଼ିକୁ ଡେଇଁ ଜୀବନ ହାରିଲେ ଯୁବକ । ବ୍ରିଜ ଉପରେ ସ୍କୁଟି ରଖି କାଠଯୋଡ଼ି ନଦୀକୁ ଡେଇଁଥିଲେ ଯୁବକ । ଯୁବକଙ୍କ ଘର ଖାରବେଳନଗର ଥାନା ଅନ୍ତର୍ଗତ ୟୁନିଟ-୩ରେ। ଯୁବକଙ୍କ ନାମ  ସପନ କୁମାର ବେହେରା, ବୟସ ୨୯ ବର୍ଷ ହେବ ବୋଲି ଜଣା ପଡ଼ିଛି। ଯୁବକ ଜଣକ ଏକ କୋରିୟର କମ୍ପାନୀରେ କାମ କରୁଥିବା ବୋଲି ପରିବାର ଲୋକଙ୍କ ଠାରୁ ସୂଚନା ମିଳିଛି।

ସୂଚନା ଅନୁଯାୟୀ, ଆଜି ସକାଳଳେ ଯୁବକ ଜଣଙ୍କ ସ୍କୁଟିରେ ଆସିଥିଲେ । ହଠାତ୍‌ କାଠଯୋଡ଼ି ବ୍ରିଜ୍‌ ଉପରେ ସ୍କୁଟି ରଖି ନଦୀକୁ ଡେଇଁପଡିଥିଲେ । ନିକଟରେ ଯାଉଥିବା ସ୍ଥାନୀୟଲୋକ କିଛି କହିବା ପୂର୍ବରୁ ଯୁବକ ଜଣଙ୍କ ନଦୀକୁ ଡେଇଁପଡିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର