Masthead

ଆଜି ବଲାଙ୍ଗିର ବନ୍ଦ

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ): ଆଜି ବଲାଙ୍ଗିର ବନ୍ଦ। ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣା ପାଇଁ ଏହି ବନ୍ଦ ଡାକରା ଦେଇଛି ଭାରତୀୟ ଜନତା ପାର୍ଟି। ଆଜି ସକାଳ ୬ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ସମଗ୍ର ବଲାଙ୍ଗିର ଜିଲ୍ଲାରେ ଏହି ବନ୍ଦ ପାଳନ କରାଯିବ। କେବଳ ଜରୁରିକାଳୀନ ସେବା ଛାଡ଼ି ବାକି ସବୁ ବନ୍ଦ ରହିବ ବୋଲି ବଲାଙ୍ଗିର ଜିଲ୍ଲା ବିଜେପି ସଭାପତି କହିଛନ୍ତି। ବନ୍ଦରେ ଦେକାନ ବଜାର, ସରକାରୀ, ବେସରକାରୀ ଅଫିସ୍, ସ୍କୁଲ, କଲେଜ, ବ୍ୟାଙ୍କ, ଡାକଘର, ଗାଡ଼ି ମୋଟର ଚଳାଚଳ ବନ୍ଦ ରହିବ। ମମିତା ମେହେରଙ୍କୁ ନ୍ୟାୟ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଏହି ବନ୍ଦ ଡାକରା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ