Masthead

ଦିନକରେ ୭୨ହଜାର ଆକ୍ରାନ୍ତ ଚିହ୍ନଟ

ନୁଆଦୀଲ୍ଲି (ବଡ଼ ଖବର ବ୍ୟୁରୋ): ଦେଶରେ ଖସୁଛି କରୋନା ଗ୍ରାଫ । ଗତ ଚବିଶ ଘଣ୍ଟାରେ ଦେଶରେ ୭୨ହଜାର ୪୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯୮୬ ମୁଣ୍ଡ ନେଇଛି ମହାମରୀ କରୋନା । ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୭ଲକ୍ଷ ୫୭ ହଜାର୧୩୨କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୫୭ଲକ୍ଷ ୪୪ହଜାର ୬୯୪ଜଣ ସୁସ୍ଥ ହୋଇସାରିଥିବା ବେଳେ ୧ଲକ୍ଷ ୪ହଜାର ୫୫୫ଜଣଙ୍କ ମୃତ୍ୟୁ ହୋଇଛି । ବର୍ତ୍ତମାନ ଦେଶରେ ୯ଲକ୍ଷ ୭ହଜାର ୮୮୩ଟି ସକ୍ରିୟ ମାମଲା ରହିଛି । ଗତମାସ ତୁଳନାରେ ଚଳିତ ମାସରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ହ୍ରାସ ପାଇବା ସହ ସୁସ୍ଥହାର ମାଧ୍ୟ ବଢିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ