Masthead

ସୁରକ୍ଷା ବାହିନୀକୁ ବଡ଼ ସଫଳତା

ଶ୍ରୀନଗର(ବଡ଼ ଖବର ବ୍ୟୁରୋ): ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି । ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି । ଜାମ୍ମୁ-କାଶ୍ମୀରର ସୋପିଆନ ଅଞ୍ଚଳରେ ଏହି ଏନକାଉଣ୍ଟର ହୋଇଛି । ସେପଟେ ଦକ୍ଷିଣ କାଶ୍ମୀରର ସୋପିଆନ ଜିଲ୍ଲାର ଚେରବାଗ ଡ୍ରାଗଏଡ ଅଞ୍ଚଳରେ ଆତଙ୍କବାଦୀଙ୍କ ଲୁଚିବା ସମ୍ପର୍କରେ ଗୁରନ୍ଦା ପକ୍ଷରୁ ସୂଚନା ମିଳିଥିଲା । ପରେ ପୁଲିସ, ସେନାର ମିଳିତ ଟିମ ଚେରବାଗ ଡ୍ରାଗଡ ଗ୍ରାମରେ କର୍ଡନ ଏବଂ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ ।

ପ୍ରଥମେ ସୁରକ୍ଷା ବାହିନୀ ଆତଙ୍କବାଦୀମାନଙ୍କୁ ଆତ୍ମସମର୍ପଣ କରିବାକୁ କହିଥିଲେ । ହେଲେ ଆତଙ୍କବାଦୀମାନେ ଏହା ନକରି ସୁରକ୍ଷା ବାହାନୀଙ୍କ ଉପରକୁ ଗୁଳି ଚଳାଇଥିଲେ । ସେନା ମଧ୍ୟରେ ଏହାର ଉପଯୁକ୍ତ ଉତ୍ତର ଦେଇ ଦୁଇ ଆତଙ୍କବାଦୀଙ୍କୁ ନିହତ କରିଥିଲେ । ଅନ୍ୟପଟେ ନିହତ ହୋଇଥିବା ଆତଙ୍କବାଦୀଙ୍କ ମଧ୍ୟରେ ଜଣେ ଆଦିଲ ଆହା ୱାନି ବୋଲି ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ 🔴 ନବୀନଙ୍କୁ ପାଣ୍ଡିଆନଙ୍କ ହାଇଜାକ୍!…ହସ୍ପିଟାଲ ସାକ୍ଷୀ 🔴 ଶରଧାବାଲିରେ ୩ ରଥ 🔴 ଆଜି ପୁଣି ଗଡ଼ିବ ରଥ 🔴 ବ୍ଲକବଷ୍ଟର ‘ବୋଉ ବୁଟୁ ଭୂତ’ 🔴 ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ 🔴 ପୁଣି ଚର୍ଚ୍ଚାରେ ନୀଳ ଡ୍ରମ ! 🔴 ରଥରେ ବିରାଜିଲେ ଚତୁର୍ଦ୍ଧାମୂର୍ତ୍ତି 🔴 ଆନ୍ତର୍ଜାତୀୟ ସ୍ପେଶ୍ ଷ୍ଟେସନରେ ଶୁଭାଂଶୁ ଶୁକ୍ଲା 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ 🔴 ନବୀନଙ୍କୁ ପାଣ୍ଡିଆନଙ୍କ ହାଇଜାକ୍!…ହସ୍ପିଟାଲ ସାକ୍ଷୀ 🔴 ଶରଧାବାଲିରେ ୩ ରଥ 🔴 ଆଜି ପୁଣି ଗଡ଼ିବ ରଥ 🔴 ବ୍ଲକବଷ୍ଟର ‘ବୋଉ ବୁଟୁ ଭୂତ’ 🔴 ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ 🔴 ପୁଣି ଚର୍ଚ୍ଚାରେ ନୀଳ ଡ୍ରମ ! 🔴 ରଥରେ ବିରାଜିଲେ ଚତୁର୍ଦ୍ଧାମୂର୍ତ୍ତି 🔴 ଆନ୍ତର୍ଜାତୀୟ ସ୍ପେଶ୍ ଷ୍ଟେସନରେ ଶୁଭାଂଶୁ ଶୁକ୍ଲା