ଏହି ବର୍ଷ ଶେଷ ଆଡ଼କୁ ଆସିପାରେ କରୋନା ଟିକା

ଜେନେଭା (ବଡ଼ ଖବର ବ୍ୟୁରୋ ): ବିଶ୍ୱବାସୀଙ୍କ ପାଇଁ ଖୁସି ଖବର । ଚଳିତ ବର୍ଷ ଶେଷ ଆଡକୁ ଆସିପାରେ କରୋନା ଭ୍ୟାକ୍ସିନ । ଗତକାଲି ଏହା ଘୋଷଣା କରିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର କାର୍ଯ୍ୟନିର୍ବାହୀ ବୋର୍ଡର ଦୁଇଦିନିଆ ବୈଠକ ପରେ ଏହା କହିଛନ୍ତି ଡାଇରେକ୍ଟର ଜେନରାଲ ଟେଡରସ ଆଧାନାମ ଘେବ୍ରେୟସେସ । ଟିକା ପ୍ରସ୍ଥୁତି ପରେ ଦେଶଗୁଡ଼ିକ ପରସ୍ପର ମଧ୍ୟରେ ରାଜନୈତିକ ପ୍ରତିବନ୍ଧତା ରଖି ଟିକାର ସମାନ ବଣ୍ଟନ ପାଇଁ କହିଛନ୍ତି । ବର୍ତ୍ତମାନ ହୁ ଦ୍ୱାରା ଗଠିତ କୋଭାକ୍ସ ଅଧୀନରେ ୯ରୁ ଅଧିକ ଟିକାର ପରୀକ୍ଷଣ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!