Masthead

୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଲମତାପୁଟ (ବଡ଼ ଖବର ବ୍ୟୁରୋ): ପୁଣି ପାଡୁଆ ପୋଲିସକୁ ବଡ଼ ସଫଳତା । ୨୪ ଘଣ୍ଟିଆ ନାକା ବନ୍ଦୀ ଆରମ୍ଭ କ୍ଷଣି ଗଛିତ ରଖିଥିବା ଗଞ୍ଜେଇ ଉପରେ ଚଡାଉ କରିଛି ପାଡୁଆ ପୋଲିସ । ବିଶେଷ ସୂତ୍ରରୁ ଖବର ପାଇ ପାଡୁଆ ପୋଲିସ ଖଡାପୁଟ ଗ୍ରାମ ନିକଟ ଜଲାପୁଟ ଜଳଭଣ୍ଡାର ନିକଟରେ ବିପୁଳ ପରିମାଣର ଗଞ୍ଜେଇ ଚୋରା ଚାଲାଣ ପ୍ରସ୍ତୁତ ହେଉଥିବା ଖବର ପାଇ ଚଢାଉ କରିଥିଲା ।

ଅନ୍ଧାରର ସୁଯୋଗ ନେଇ ଘଟଣାସ୍ଥଳରୁ ମାଫିଆ ଫେରାର ହୋଇ ଯାଇଥିବାବେଳେ ୩୦ ବସ୍ତା ଗଞ୍ଜେଇ ଜବତ କରିଥିଲା ପାଡୁଆ ପୋଲିସ । ଯାହା ପ୍ରାୟ ୮ କୁଇଣ୍ଟାଲ ହୋଇଥିବା ବେଳେ ଏହାର ଆନୁମାନିକ ମୂଲ୍ୟ ୮୦ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି । ଗଞ୍ଜେଇ ଚୋରା ଚାଲାଣ କାରି ସ୍ଥାନୀୟ ମାଫିଆ ଥିବା ଚିହ୍ନଟ କରିଛି ପୋଲିସ । ତାକୁ ଖୁବ ଶୀଘ୍ର ଧରା ହେବା ବୋଲି ପୋଲିସ କହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା