Masthead

ରାଏବୋଗାରେ ଡବଲ ମର୍ଡର, ଘରେ ପଶି ଦମ୍ପତିଙ୍କୁ ହତ୍ୟା

ସୁନ୍ଦରଗଡ଼ (ବଡ଼ ଖବର ବ୍ୟୁରୋ): ସୁନ୍ଦରଗଡ଼ ରାଏବୋଗାରେ ଡବଲ ମର୍ଡର । ଘରେ ପଶି ବୃଦ୍ଧ ଦମ୍ପତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା । ସୁନ୍ଦରଗଡ ଜିଲ୍ଲା ରାଏବୋଗା ଥାନା ଅନ୍ତର୍ଗତ କାଦୋବାହାଲ ପଞ୍ଚାୟତସ୍ଥିତ ଭଦ୍ରାଟୋଲି ଅଞ୍ଚଳର ଘଟିଛି ଏଭଳି ଅଭାବନୀୟ ଘଟଣା । ଲୋୟା ପାଡୱାର ଓ ଲୁଦି ପାଡୱାର ସନ୍ଧ୍ୟା ୭ଟା ୩୦ ସମୟରେ ରୋଷେଇ କରୁଥିବା ସମୟରେ କୌଣସି ଏକ ଅଭିଯୁକ୍ତ ଅଜଣା ମାରଣାସ୍ତ୍ରରେ ଆକ୍ରମଣ କରିବା ଫଳରେ ଘଟଣାସ୍ଥଳରେ ବୃଦ୍ଧଦମ୍ପତିଙ୍କ ମୃତ୍ୟୁ ଘଟିଥିବା କେତେକ ସୂତ୍ରରୁ ଜଣାପଡିଛି।

ଏହା ଜଣା ପଡ଼ିବା ପରେ ପାଖ ଅଞ୍ଚଳର ଲୋକେ ରାତ୍ର ପ୍ରାୟ ୯ଟା ସମୟରେ ପୋଲିସକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଂଚି ଶବ ଜବତ କରିବା ସହ ଘଟଣା ର ତଦନ୍ତ କରିବା ସହ ଘଟଣା ଭିଆଇ ଥିବା ଜଣାପଡ଼ିଛି । ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖି ଥିବା କେତେକ ପ୍ରମୁଖ ସୂତ୍ରରୁ ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା