Masthead

ସହିଦ ଦିବସରେ ୨୬ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଡିଜିପି

କଟକ (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ପୋଲିସର ୬୨ ତମ ସହିଦ ଦିବସ। ୨୬ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଡିଜିପି। ଏହି ଅବସରରେ ପୋଲିସ ମୁଖ୍ୟାଳୟରେ ସ୍ୱତନ୍ତ୍ର ଉତ୍ସବର ସହ ପାଳନ କରୁଛି ଓଡ଼ିଶା ପୋଲିସ । ଚଳିତ ବର୍ଷ ସହିଦ ହୋଇଥିବା ୨୬ ଜଣ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଉଛି।

ଏହି ଉତ୍ସବରେ ପୋଲିସ ଡିଜିଙ୍କ ସହ କାର୍ଯ୍ୟରତ ବରିଷ୍ଠ ପୋଲିସ ଅଧିକାରୀ ଯୋଗଦେଇଛନ୍ତି। ପୋଲିସ ବ୍ରାସ ବ୍ୟାଣ୍ଡ ଜରିଆରେ ଶହୀଦ ହୋଇଥିବା ପୋଲିସ କର୍ମଚାରୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରି ପୋଲିସ ଡିଜିଙ୍କ ଅଭୟ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା