Masthead

ବିଟ୍ରେନକୁ ନୂଆ ଭାରିଆଣ୍ଟ ଚିନ୍ତା

ଲଣ୍ଡନ (ବଡ଼ ଖବର ବ୍ୟୁରୋ): ପୁଣି ଚିନ୍ତା ବଢାଇଲାଣି କରୋନାର ନୂଆ ଭାରିଆଣ୍ଟ । କରୋନାର ନୂଆ ଭାରିଆଣ୍ଟକୁ ନେଇ ଚିନ୍ତାରେ ଲୋକେ । ବର୍ତ୍ତମାନ ଏଭଳି କିଛି ଚିନ୍ତାଜନକ ଘଟଣା ବ୍ରିଟେନରେ ଦେଖିବାକୁ ମିଳିଛି । ସରକାରୀ ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନାର ଏହି ନୂଆ ଭାରିଆଣ୍ଟ ୨୨୩ ଜଣଙ୍କ ଜୀବନ ନେଇଥିବା ବେଳେ ଗୋଟିଏ ଦିନରେ ୪୩ ହଜାର ୭୩୮ ଜଣ କରୋନା ମହାମାରୀର ଶିକାର ହୋଇଥିବା ଜଣାପଡ଼ିଛି । ତେବେ ଏହି ସଂକ୍ରମଣ ପଛରେ ଥିବା ନୂଆ ଭାରିଆଣ୍ଟ ଏ.ୱାଇ୪.୨ ଦାୟୀ ବୋଲି କୁହାଯାଇଛି ।ସେପଟେ ଏହି ଭାରିଆଣ୍ଟକୁ ନେଇ ଭାରତରେ ମଧ୍ୟ ଚର୍ଚ୍ଚା ଜୋର ଧରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼