Masthead

ମନ୍ନତ ପହଞ୍ଚିଲେ ଏନସିବି ଟିମ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ବଲିଉଡର କିଙ୍ଗ ଶାହରୁଖ ଖାନଙ୍କ ଏନସିବି ଟିମ ପହଞ୍ଚିଛି । ଏ ଖବର ସାମ୍ନାକୁ ଆସିବା ପରେ ପୁଣି ଆଉ ଥରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି । ସେପଟେ ଶାହରୁଖ ଖାନ ଆର୍ଥର ରୋଡ ଜେଲକୁ ଯାଇ ପୁଅ ଆର୍ୟନକୁ ଭେଟିଥିଲେ । ଏହାର ଠିକ କିଛି ସମୟପରେ ଶାହରୁଖଙ୍କ ଘରକୁ ପହଞ୍ଚିଛି ଏନସିବି ଟିମ ।

ଏହି ପରିସ୍ଥିତିରେ ଖାନ ପରିବାରଙ୍କ ଅଡୁଆ ବଢ଼ିପାରେ ବୋଲି ଅନୁମାନ କରାଯାଉଛି । ଅନ୍ୟପଟେ ଅକ୍ଟୋବର ୨ ତାରିଖରେ ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ଆର୍ୟନ ଗିରଫ ହୋଇଥିଲେ । ତାଙ୍କ ସହ ଅରବାଜ ମର୍ଚାଣ୍ଟ, ମଡେଲ ମୁମୁନ ଧାମଚା ଏବଂ ଅନ୍ୟ ପାଞ୍ଚ ଜଣଙ୍କୁ ଗିରଫ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ