Masthead

ହାଇକୋର୍ଟ ଗଲା ଶିକ୍ଷୟିତ୍ରୀ ମମିତା ମୃତ୍ୟୁ ମାମଲା

କଟକ (ବଡ଼ ଖବର ବ୍ୟୁରୋ): ହାଇକୋର୍ଟ ଗଲା ଶିକ୍ଷୟିତ୍ରୀ ମମିତା ମୃତ୍ୟୁ ମାମଲା । ମାମଲାର ସିବିଆଇ ତଦନ୍ତ ଦାବିରେ ଜନସ୍ୱାର୍ଥ ମାମଲା ଦାଏର । ଭାରତୀୟ ବିକାଶ ପରିଷଦ ପକ୍ଷରୁ ଦାୟର ହେଲା ମାମଲା । ପୀଡ଼ିତାଙ୍କ ପରିବାରକୁ ୫୦ ଲକ୍ଷ କ୍ଷତିପୂରଣ ଦାବି । ମାମଲାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗକୁ ପକ୍ଷଭୁକ୍ତ ।ସେପଟେ ଗୋବିନ୍ଦ କହିଲା ହତ୍ୟାର କାହାଣୀ । ବିଚ୍ ରାସ୍ତାରେ ମମିତାଙ୍କୁ ହତ୍ୟା କରାଯାଇଛି । କାର ଭିତରେ ତଣ୍ଟି ଚିପି ହତ୍ୟା କରିଛି ଗୋବିନ୍ଦ ।

ପୋଲିସ ଆଗରେ ସତ ମାନିଛି ଗୋବିନ୍ଦ ସାହୁ । ଗୋବିନ୍ଦ ସମ୍ପର୍କରେ ମମିତା ଜାଣିଥିଲେ କିଛି ବଡ଼ ଗୁମର । ଗୁମର କାହାକୁ ନ କହିବା ପାଇଁ ମମିତାଙ୍କୁ ଗୁହାରି ହୋଇଥିଲା । ଶପଥ ନକରିବାକୁ କହିବାରୁ ରାଗି ଯାଇଥିଲା ଗୋବିନ୍ଦ । ଉତକ୍ଷିପ୍ତ ହୋଇ କାରର ପଛପଟ ସିଟରେ ତଣ୍ଟି ଚିପି ମାରିଥିଲା ଗୋବିନ୍ଦ । ମହାଲିଙ୍ଗ ଷ୍ଟାଡିୟମରେ ଗାତ ଖୋଳିବାକୁ ସହଯୋଗୀ ରାଧେକୁ କହିଥିଲା । ମୁନସୀକୁ କହି କାଡବୋର୍ଡ ପ୍ରସ୍ତୁତ ରଖାଯାଇଥିଲା । ଗାତରେ ପାଣି ଜମିବାରୁ କାଡବୋର୍ଡ ପକାଯାଇଥିଲା । ମୃତଦେହରେ କାଠ ଓ ଟାୟାର ପକାଇ ଜାଳି ଦେଇଥିଲା ଗୋବିନ୍ଦ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ