Masthead

ଗଞ୍ଜେଇ ଚାଲାଣର ସେଫ କରିଡ଼ର ରାୟଗଡ଼ା

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବେଧଡକ ଚାଲିଛି ଗଞ୍ଜେଇ କାରବାର । ଗଞ୍ଜେଇ ଚୋରା ଚାଲଣର ସେଫ କରିଡର ସାଜିଛି ରୟଗଡ଼ା । ଗଞ୍ଜେଇ ଚୋରାଚାଲଣ ପାଇଁ ମାଫିଆମାନେ ଆପଣାଉଛନ୍ତି ନୂଆ ନୂଆ ତରିକା । କେବେ ଆଳୁ ଗାଡି ତ କେବେ ଟ୍ୟାଙ୍କରେ ବୁହା ହେଉଛି ଗଞ୍ଜେଇ । କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଶହ ଶହ କ୍ୱୁଇଣ୍ଟାଲ ଗଞ୍ଜେଇ ପ୍ରତିଦିନ ରାୟଗଡ଼ା ଦେଇ ଚାଲାଣ ହେଉଛି । ଗତ ୨୦ଦିନ ମଧ୍ୟରେ ପ୍ରାୟ ୨୩୦୦କେଜିରୁ ଉଦ୍ଧ୍ୱର୍ ଗଞ୍ଜେଇ ଜବତ କଲାଣି ପୋଲିସ । ପଦ୍ମପୁର ପୋଲିସ ଗତକାଲି ପୁଶିଗୁଡ଼ା ଜଙ୍ଗଲରେ ଚଢଉ କରି ୧୫୮ କେଜି ଗଞ୍ଜେଇ ଜବତ କରି ସମୀର ସିଂ ନାମକ ଜଣେ ଯୁବକଙ୍କୁ ଗିରଫ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି