Masthead

ଗଛରେ ପିଟି ହୋଇ ଦୁଇ ବାଇକ ଆରୋହୀ ମୃତ

ପୋଲସରା (ବଡ଼ ଖବର ବ୍ୟୁରୋ): ଗଛରେ ପିଟି ହୋଇ ଦୁଇ ବାଇକ ଆରୋହୀ ମୃତ। ଗଞ୍ଜାମ ଜିଲ୍ଲା ବୁଗୁଡା ଥାନା ଅଂଚଳରେ ଥିବା ପେଟ୍ରୋଲ ପମ୍ପ ସନ୍ତୋସୀ ମା ମନ୍ଦିର ପାଖରେ କାଲି ବିଳମ୍ବିତ ରାତ୍ରି ରେ ଭାରସାମ୍ୟ ହରାଇ ଗଛ କୁ ପିଟିହୋଇ ଦୁଇ ବାଇକ ଆରୋହି ଙ୍କ ମୃତ୍ୟୁ ଘଟିଛି ।ମୃତକ ଦ୍ବୟ ବୁଗୁଡା ଥାନା ଅଧିନ ପାଙ୍ଗିଡି ପଞ୍ଚାୟତ କଂଚୁଡୁ ପାଟଣା ର ଏ.ପ୍ରକାଶ ପାତ୍ର ଓ ତପନ ସ୍ୱାଇଁ ବୋଲି ଜଣା ପଡ଼ିଥିବା ବେଳେ ଘଟଣାସ୍ଥଳରେ ବୁଗୁଡା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଶବଦ୍ଵୟ କୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ଭଞ୍ଜନଗର ମେଡିକାଲ କୁ ପଠାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି