Masthead

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଜାମିନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଚିଲ୍ଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଜାମିନ ମିଳିଛି । ବିଜେପି ନେତାଙ୍କୁ ମାଡ଼ ମାରି ଜେଲରେ ଥିଲେ ଚିଲ୍ଲିକା ବିଧାୟକ । ତେବେ ସର୍ତ୍ତମୂଳକ ଜାମିନ ହାଇକୋର୍ଟ ଦେଇଥିବାର ସୂଚନା ମିଳିଛି । ସାକ୍ଷୀଙ୍କୁ ପ୍ରଭାବିତ ନକରିବାକୁ ସର୍ତ୍ତରେ ଉଲ୍ଲେଖ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ