Masthead

୨୬ ଅକ୍ଟୋବର ପର୍ଯ୍ୟନ୍ତ ଜେଲରେ ରହିବେ ଆର୍ୟନ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଆର୍ୟନଙ୍କ ଅଡ଼ୁଆ ଦିନକୁ ଦିନ ବଢିବାରେ ଲାଗିଛି । ଦିନ ପରେ ଦିନ ଗଡ଼ି ଯାଉଥିଲେ ମଧ୍ୟ ଆର୍ୟନଙ୍କୁ ବେଲ ମିଳିପାରୁ ନାହିଁ । ଏହା ମଧ୍ୟରେ ତାଙ୍କ ଜାମିନ ଆବେଦନ ଶୁଣାଣି ଥିବାବେଳେ ଏହାକୁ ପୁଣିଥରେ ୨୬ ଅକ୍ଟୋବରକୁ ଘୁଞ୍ଚାଇ ଦିଆଯାଇଛି । ଯାହାଫଳରେ ଆର୍ୟନ ଅକ୍ଟୋବର ୨୬ ପର୍ଯ୍ୟନ୍ତ ଜେଲରେ ରହିବେ । ସେପଟେ ଜାମିନ ନମିଳିବା ପର୍ଯ୍ୟନ୍ତ ସେ ଜେଲରେ ରହିବେ ।

ଅନ୍ୟପଟେ ମାଦକ ଦ୍ରବ୍ୟ ରଖିବା, ସେବନ କରିବା ଓ କାରବାର କରିବା ଅଭିଯୋଗରେ ଏନସିବି ଅକ୍ଟୋବର ୩ ତାରିଖରେ ଆର୍ୟନ ଖାନକୁ ଗିରଫ କରିଥିଲା । ସେପଟେ ତାଙ୍କ ବାପା ଶାହରୁଖ ଖାନ ଦୀର୍ଘ ୧୭ ଦିନ ପରେ ତାଙ୍କୁ ଭେଟିବାକୁ ଜେଲ ଯାଇଥିବାର କଥା ସାମ୍ନାକୁ ଆସିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି