Masthead

ମମିତା ମୃତ୍ୟୁ ଘଟଣା, ସହଯୋଗୀ ରାଧେ ଗିରଫ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ବଲାଙ୍ଗିର ଚର୍ଚ୍ଚିତ ଶିକ୍ଷୟତ୍ରୀ ମମିତା ମେହେର ହତ୍ୟା କାଣ୍ଡରେ ମୁଖ୍ୟ ଅଭିଯୁକ୍ତ ସ୍କୁଲ ପରିଚାଳକ ଗିରଫ ହୋଇଥିବାବେଳେ ଆଜି ତାର ଆଉ ଜଣେ ସହଯୋଗୀ ରାଧେକୁ ଗିରଫ କରିଛି ପୋଲିସ । ଆଜି ତାକୁ କୋର୍ଟ ଚାଲାଣ କରାଯାଇଛି। ପୂର୍ବରୁ ପୋଲିସ୍ ଏହି ମାମଲାରେ ତିନି ଜଣଙ୍କୁ ଅଟକ ରଖି ତଦନ୍ତ କରିଥିଲା। ଯେଉଁଥିରେ ଜେଶିବି ଡ୍ରାଇଭର ପୁଷ୍ପ ଭୋଇ, ସହଯୋଗୀ ରାଧେ ଓ ଷ୍ଟାଡିୟମ୍ ମୁନସୀ ତଥା ତାର କାର ଡ୍ରାଇଭରକୁ ପୋଲିସ୍ ଅଟକ ରଖି ଜେରା କରିଥିଲା।

ତେବେ ଆଜି ସହଯୋଗୀ ରାଧେ ବିରୋଧରେ ବଳିଷ୍ଠ ପ୍ରମାଣ ମିଳିବା ପରେ ପୋଲିସ୍ ତାକୁ ଗିରଫ କରିଛି। ଏବଂ ବଙ୍ଗୋମୁଣ୍ଡା ଯେଏମଏଫସି କୋର୍ଟ ଚାଲାଣ କରିଛି। ତେବେ ଏହି ସହଯୋଗୀ ରାଧେ ମମିତା ମେହେର ହତ୍ୟା କାଣ୍ଡରେ ସେ କେମିତି ସଂପୃକ୍ତ ଥିଲା ତାହା ପୋଲିସ୍ ସ୍ପଷ୍ଟ କରି ନଥିବାବେଳେ ସେ ମଧ୍ୟ ହତ୍ୟାରେ ସାମିଲ ଥିବାର ସ୍ପଷ୍ଟ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ