ପିଲାଙ୍କୁ ହୋମିଓପ୍ୟାଥି ଇମ୍ୟୁନିଟି ବୁଷ୍ଟର ଦେବା ପ୍ରସ୍ତାବକୁ ବିରୋଧ କଲେ ଡାକ୍ତର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସ୍କୁଲ ପିଲାଙ୍କୁ ହୋମିଓପ୍ୟାଥି ଇମ୍ୟୁନିଟି ବୁଷ୍ଟର ଦେବା ପ୍ରସ୍ତାବକୁ ଡାକ୍ତରମାନେ ବିରୋଧ କରିଛନ୍ତି । କେବଳ ବିରୋଧ ନୁହେଁ ବରଂ କେରଳର ଜଣେ ଡାକ୍ତର ଏହା ବିରୋଧରେ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି । ତେବେ ଆର୍ସେନିକମ ଅଲବମ-୩୦ ସିଏଚ ଔଷଧକୁ ବିନା ପରୀକ୍ଷା ଛୋଟ ପିଲାଙ୍କୁ ଦେବା କ୍ଷତିକାରକ ସାବ୍ୟସ୍ତ ହେବାର ଆଶଙ୍କା ରହିଛି ବୋଲି ଡାକ୍ତରଙ୍କ ପକ୍ଷରୁ ଦାଖଲ ହୋଇଥିବା ଆବେଦନରେ ଉଲ୍ଲେଖ କରାଯାଇଛି ।

ସେପଟେ ରାଜ୍ୟ ସରକାର, ଶିକ୍ଷା ମନ୍ତ୍ରଣାଳୟ ଏବଂ ହୋମିଓପ୍ୟାଥି ନିର୍ଦ୍ଦେଶାଳୟ ପକ୍ଷରୁ ଛୋଟ ସ୍କୁଲ ପିଲାଙ୍କୁ କରୋନା ମହାମାରୀ ବିରୋଧରେ ଇମ୍ୟୁନିଟି ବୁଷ୍ଟର ଭାବେ ଆର୍ସେନିକ ଅଲବମ-୩୦ ସିଏଚ ଔଷଧ ଦେବାକୁ ପ୍ରସ୍ତାବ ଅଣାଯାଇଛି । ଏଥି ପାଇଁ ରାଜ୍ୟରେ କରୁଥାଲୋଡେ ମୁନୋଟ୍ଟୁ ଅଭିଯାନ ଆରମ୍ଭ ହେବାକୁ ଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ