Masthead

ନଭେମ୍ବର ୨୨ ରୁ ହେବ ନବମ ଶ୍ରେଣୀ ସମ୍ମେଟିଭ ପରୀକ୍ଷା

(ବଡ଼ ଖବର ବ୍ୟୁରୋ):  ନଭେମ୍ବର ୨୨ ତାରିଖରୁ ଆରମ୍ଭ ହେବ ନବମ ଶ୍ରେଣୀ ସମ୍ମେଟିଭ ପରୀକ୍ଷା । ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ଦୁଇଟି ସିଟିଂରେ ହେବ ପରୀକ୍ଷା । ୨୨ ତାରିଖରେ ପ୍ରଥମ ସିଟିଂରେ ଦ୍ୱିତୀୟ ଭଷା ଓ ଦ୍ୱିତୀୟ ସିଟିଂରେ ସାମାଜିକ ବିଜ୍ଞାନ ପରୀକ୍ଷା ହେବ । ସେହିପରି ୨୩ ତାରିଖରେ ପ୍ରଥମ ସିଂଟିରେ ପ୍ରଥମ ଭାଷା ଓ ଦ୍ୱିତୀୟ ସିଟିଂରେ ଗଣିତ ପରୀକ୍ଷା ହେବ ।

୨୪ ତାରିଖର ପ୍ରଥମ ସିଟିଂରେ ତୃତୀୟ ଭାଷା ଓ ଦ୍ୱିତୀୟ ସିଟିଂରେ ସାଧାରଣ ବିଜ୍ଞାନ ପରୀକ୍ଷା ହେବ । ସୂଚନା ଅନୁଯାୟୀ ମୋଟ ୪୦ ନମ୍ବର ମାର୍କର ପରୀକ୍ଷା ହେବ । ସବଜେଟିଭ୍ ୨୦ ମାର୍କ ଓ ଅବଜେଟିଭ୍ ୨୦ ମାର୍କର ପରୀକ୍ଷା ହେବ । ନିଜ ସ୍କୁଲରେ ପରୀକ୍ଷା ଦେବେ ପିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼