Masthead

୬୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଡେରାଡୁନ(ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡରେ ହୋଇଥିବା ବନ୍ୟା ଯୋଗୁଁ ଏପର୍ଯ୍ୟନ୍ତ ୬୪ ଜଣଙ୍କ ମୃତ୍ୟୁ ହୋଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ଅନେକ ଲୋକ ନିଖୋଜ ଅଛନ୍ତି । ସେପଟେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବନ୍ୟା ଅଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଦ୍ଧାନ କରିଛନ୍ତି । ତେବେ ଜଳବନ୍ଦୀ ଥିବା ପ୍ରାୟ ୩,୫୦୦ରୁ ଉଦ୍ଧ୍ୱର୍ ଲୋକଙ୍କୁ ଉଦ୍ଧାର କରାଯାଇଛି । ଉଦ୍ଧାର କାର୍ଯ୍ୟରେ ୧୭ ଏନଡିଆରଏଫ ଟିମ, ୭ ଏସଡିଆରଏଫ ଟିମ, ୧୫ କମ୍ପାନୀ ପିଏସି ଏବଂ ୫ ହଜାରରୁ ଅଧିକ ପୁଲିସ କର୍ମଚାରୀ ନିୟୋଜିତ ଅଛନ୍ତି ।

ରାଜ୍ୟର ୮୦ ପ୍ରତିଶତ ସ୍ଥାନରେ ମୋବାଇଲ ନେଟୱାର୍କ କାର୍ଯ୍ୟକ୍ଷମ ହୋଇସାରିଛି । ଖୁବଶୀଘ୍ର ବିଦ୍ୟୁତ ସଂଯୋଗ ସ୍ୱାଭାବିକ କରାଯିବ । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଯୋଗୁଁ କ୍ଷୟକ୍ଷତିର ପରିମାଣକୁ କମ କରିବାରେ ସକ୍ଷମ ହୋଇଛୁ ବୋଲି ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ