Masthead

୧୦ ଟାରେ ଦେଶବାସୀକୁ ସମ୍ବୋଧିତ କରିବେ ନମୋ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ୧୦ ଟାରେ ଦେଶବାସୀକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଦେଶରେ କରୋନା ଟିକାକରଣ ଶହେ କୋଟି ଡୋଜରେ ପହଞ୍ଚିଛି । ଏହି ଅବସରରେ ଦେଶବାସୀକୁ ସମ୍ୱାଧନ କରିବେ ମୋଦି ।ଶହେ କୋଟି ଡୋଜ ଟିକାକରଣ କରି ଦେଶ ବିଶ୍ୱରେ ଏକ ମାଇଲଖୁଣ୍ଟ ତିଆରି କରିଛି। ଏଥିମଧ୍ୟରୁ ୭୧ କୋଟିି ୯ ଲକ୍ଷରୁ ଅଧିକ ଲୋକ ପ୍ରଥମ ଡୋଜ ନେଇଥିବାବେଳେ ୨୯ କୋଟି ୫୩ ଲକ୍ଷରୁ ଅଧିକ ଲୋକ ଦ୍ୱିତୀୟ ଡୋଜ ନେଇଛନ୍ତି ।

ଏବେ ପାର୍ବଣ ମାସ ଚାଲିଥିବାପାରୁ ଦେଶରେ କରୋନା ସଂକ୍ରମଣ କମିଥିଲେ ବି ଭୟ ଯାଇନାହିଁ । ବ୍ରିଟେନ ଓ ଋଷରେ କରୋନା ସଂଖ୍ୟା ବଢୁଛି । ତେବେ  ଆଜିର ସମ୍ବୋଧନରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ନୂଆ କଣ କହିବେ ତା ଉପରେ ସମସ୍ତଙ୍କ ନଜର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ