Masthead

ବ୍ରାଉନସୁଗର ବେପାରୀଙ୍କ ଆଡ୍ଡା ପାଲଟିଛି ବାଲେଶ୍ୱର

ବସ୍ତା (ବଡ଼ ଖବର ବ୍ୟୁରୋ): ବ୍ରାଉନସୁଗର ବେପାରୀଙ୍କ ଆଡ୍ଡା ପାଲଟିଛି ବାଲେଶ୍ୱର । ଦିନକୁ ଦିନ ବ୍ରାଉନସୁଗର ବେପାରୀଙ୍କ ଦୌରାତ୍ମ୍ୟ ବଢିବାରେ ଲାଗିଛି । ପୁଣି ଜବତ ହୋଇଛି ବ୍ରାଉନସୁଗର । ବସ୍ତା ଥାନା ଅନ୍ତର୍ଗତ ବିଦ୍ୟାଧରପୁର ଗ୍ରାମରୁ ବ୍ରାଉନସୁଗର ଜବତ କରିଛି ପୋଲିସ । ଯାହାର ଆନୁମାନିକ ମୂଲ୍ୟ ୨ କୋଟି ଟଙ୍କା ହେବ ବୋଲି ଜଣାପଡ଼ିଛି ।

ବ୍ରାଉନସୁଗର ଜବତ କରିବା ସହିତ ୩ ଜଣ ବ୍ରାଉନସୁଗର ବେପାରୀଙ୍କୁ ଗିରଫ କରିଛି ପୋଲିସ । ଚଢଉ ପାଇଁ ଯାଇଥିବା ବେଳେ ପୋଲିସ ଗାଡିକୁ ଭାଙ୍ଗିଛନ୍ତି ବ୍ରାଉନସୁଗର ମାଫିଆ ଏବଂ ତାଙ୍କ ସହଯୋଗୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ