Masthead

ବନ୍ଧୁକ ମୁନରେ ଲୁଟ

କୋଇଡା (ବଡ଼ ଖବର ବ୍ୟୁରୋ): ବନ୍ଧୁକ ଦେଖାଇ ଜନସେବା କେନ୍ଦ୍ରରୁ ଲୁଟ । ସୂଚନା ଅନୁଯାୟୀ ଗତ କାଲି ଦିନ ୨ ଟା ସମୟରେ ସୁନ୍ଦରଗଡ ଜିଲ୍ଲା କୋଇଡା ବ୍ଲକ୍ ର କେ- ବଲାଙ୍ଗ ଥାନା ଅନ୍ତର୍ଗତ ଜାମୁଢି ଠାରେ ରତ୍ନମାଲା କୁଅଁରଙ୍କ ଗ୍ରାହକ ସେବା କେନ୍ଦ୍ରରୁ ୬ଜଣ ଦୂର୍ବୁତ ବନ୍ଧୁକ ଦେଖାଇ ଲୁଟି ନେଇଛନ୍ତି ।

ହାରାହାରି ୧ ଲକ୍ଷ୍ୟ ୬୦ ହଜାର ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ଦୁର୍ବୃତମାନେ ୨ଟି ମଟର ସାଇକେଲରେ ଆସି ଟଙ୍କା ଲୁଟ କରି ଚମ୍ପଟ ମାରିଥିବା ଥିବା ସୂଚନା ମିଳିଛି । କେ- ବଲାଙ୍ଗ ପୋଲିସ ଘଟଣାସ୍ଥଳରେ ପହଁଚି ଯାଞ୍ଚ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍