Masthead

କୋର୍ଟରେ ହାଜର ହେବେ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ ): ରିଲରେ ସ୍ୱାମୀ-ସ୍ତ୍ରୀ ଭୂମିକାରେ ନିଖୁଣ ଅଭିନୟ କରୁ କରୁ ରିଅଲ ଲାଇଫରେ ସ୍ୱାମୀ-ସ୍ତ୍ରୀ ହୋଇଯାଇଥିଲେ ବର୍ଷା ପ୍ରିୟଦର୍ଶିନୀ ଓ ଅନୁଭବ ମହାନ୍ତି । କିନ୍ତୁ ଏମାନଙ୍କ ଦାମ୍ପତ୍ୟ ଜୀବନ ବେଶିଦିନ ତିଷ୍ଠିପାରିନାହିଁ । ଦୁହିଁଙ୍କ ମଧ୍ୟରେ ସୃଷ୍ଟି ହୋଇଛି ଫାଟ । ଜୀବନସାଥୀ ବର୍ଷାଙ୍କୁ ଛାଡପତ୍ର ଦେବା ପାଇଁ କେନ୍ଦ୍ରାପଡା ସାସଂଦ ତଥା ଫିଲ୍ମ ଅଭିନେତା ଅନୁଭବ ଦିଲ୍ଲୀର ପାଟିଆଲା କୋର୍ଟରେ ରୁଜୁ କରିଛନ୍ତି ମାମଲା । ଏହି ମାମଲାକୁ କଟକ ସ୍ଥାନାନ୍ତର ପାଇଁ ବର୍ଷା ମଧ୍ୟ କୋର୍ଟରେ ନିବେଦନ କରିଛନ୍ତି । ମାତ୍ର ଦିଲ୍ଲୀର ପଟିଆଲାରେ ଥିବା ପରିବାର ଅଦାଲତ ବର୍ଷାଙ୍କୁ ନୋଟିସ୍ ଜାରି କରିଛନ୍ତି । ଡିସେମ୍ବର ୧୦ରେ ହାଜର ହେବାକୁ ତାଙ୍କୁ ଅଦାଲତ ତାଙ୍କ ନିର୍ଦ୍ଦେଶରେ ସ୍ପଷ୍ଟ କରିଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼