ଟି-ଟ୍ୱେଣ୍ଟି ବିଶ୍ୱକପ: ସୁପର ୧୨ ମୁକାବିଲା, ପ୍ରଥମ ମ୍ୟାଚରେ ଅଷ୍ଟ୍ରେଲିଆ ବନାମ ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଚଳିତ ଟି-ଟ୍ୱେଣ୍ଟି ବିଶ୍ୱକପ ଗ୍ରୁପ-ଏର ପ୍ରଥମ ମ୍ୟାଚରେ ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ପରସ୍ପରକୁ ଭେଟିବେ । ଉଭୟ ଦଳ ଏହି ମ୍ୟାଚ୍ ପାଇଁ ପ୍ରସ୍ତୁତି ବି ଆରମ୍ଭ କରିଦେଇଛନ୍ତି । ଶନିବାର ପ୍ରଶଂସକଙ୍କୁ ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ ଦେଖିବାକୁ ମିଳିବ । ତେବେ ଅପରାହ୍ନ ୩ଟା ୩୦ରେ ଏହି ମ୍ୟାଚ୍ ଆରମ୍ଭ ହେବ ।

ବର୍ତ୍ତମାନର ଫର୍ମ ଓ ଟି-ଟ୍ୱେଣ୍ଟି ମାନ୍ୟତା ଆଧାରରେ ଶନିବାର ମ୍ୟାଚରେ ଦକ୍ଷିଣ ଆଫ୍ରିକା ଅଷ୍ଟ୍ରେଲିଆ ପାଇଁ ଭାରି ପଡ଼ିବ । କାରଣ ଶେଷ ୧୦ଟି ମ୍ୟାଚରୁ ୯ଟି ମ୍ୟାଚ ଜିତିଛି ଦଳ । ଅଭ୍ୟାସ ମ୍ୟାଚରେ ମଧ୍ୟ ଆଫଗାନିସ୍ତାନ ଓ ପାକିସ୍ତାନକୁ ହରାଇଛି । ସେପଟେ ଅଷ୍ଟ୍ରେଲିଆ ଶେଷ ୧୦ଟି ମ୍ୟାଚରୁ ୮ଟି ପରାଜିତ ହୋଇଛି । ୫ଟି ସିରିଜରେ ମଧ୍ୟ ପରାଜୟର ସାମ୍ନା କରିଛି । ତେବେ ଅଭ୍ୟାସ ମ୍ୟାଚରେ ନ୍ୟୁଜଲ୍ୟାଣ୍ଡକୁ ହରାଇଥିଲା ଦଳ । କିନ୍ତୁ ଭାରତଠାରୁ ଶୋଚନୀୟ ପରାଜୟ ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ