Masthead

ବଦଳିଲେ ତମାଣ୍ଡୋ ଥାନା ଆଇଆଇସି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବହୁ ଚର୍ଚ୍ଚିତ ମନୀଷ ହତ୍ୟା ମାମଲା ଓଡ଼ିଶାରେ ଥମିବାରେ ନାଁ ନେଉନି । କାହିିଁକିନା ଦାୟିତ୍ୱରେ ଅବହେଳା ପାଇଁ ତମାଣ୍ଡୋ ଥାନା ଆଇଆଇସିଙ୍କୁ ବଦଳି କରାଯାଇଛି । ତେବେ ଆଇଆଇସି ପ୍ରମୋଦ ପଟ୍ଟନାୟକଙ୍କୁ ଡିସିପି ଅଫିସକୁ ବଦଳି କରାଯାଇଛି । ଏନେଇ ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ନିର୍ଦ୍ଦେଶ ଦେଇଛନ୍ତି ।

ସେପଟେ ତାଙ୍କ ସ୍ଥାନରେ ଚନ୍ଦକା ଥାନା ଏସଆଇ ଶୁଭ୍ରାଂଶୁ ଜେନାଙ୍କୁ ତମାଣ୍ଡୋ ଥାନା ଦାୟିତ୍ୱ ଦିଆଯାଇଥିବାର ସୂଚନା ମିଳିଛି । ଏହା ପୂର୍ବରୁ ମନୀଷ ହତ୍ୟା ମାମଲାରେ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ସହ ହୋଟେଲ ମାଲିକକୁ ପୁଲିସ ଅଟକ ରଖାଯାଇ ପଚରାଉଚରା କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି