Masthead

ହୋଟେଲ ବିକ୍ରି ନେଇ ଠକେଇ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁରୀରେ ଥିବା ନୀଳାଚଳ ଅଶୋକା ହୋଟେଲକୁ ୧୫ କୋଟି ଟଙ୍କାରେ ବିକ୍ରି ହେବ କହି ଅଗ୍ରୀମ ୫୦ ଲକ୍ଷ ଟଙ୍କା ଠକେଇ।ଏନେଇ ଇଓଡ଼ବ୍ଲ୍ୟୁରେ ଅଭିଯୋଗ କରିଥିଲେ ତପନ କୁମାର ସାହୁ। ଅଭିଯୋଗ ଆଧାରରେ ଅଭିଯୁକ୍ତ ଅନିକେଶ ସାହୁକୁ ଗିରଫ କରିଛି ଇଓଡ଼ବ୍ଲ୍ୟୁ।

ନିଜକୁ ଆଇଟିଡିସିର ବରିଷ୍ଠ ଅଧିକାରୀ କହି ଠାକୁଥିଲେ ଅନିକେଶ। ଚନ୍ଦନ ଆକାଶ ମହାନ୍ତି ସହ ରହିଥିଲା ତାଙ୍କର ସିଧାସଳଖ ସମ୍ପର୍କ। ପୂର୍ବରୁ ଓଟିଡିସି ନାଁରେ ଠକେଇ କରିଥିବା ବାବା ଗ୍ୟାଙ୍ଗର ଚନ୍ଦନ ଆକାଶର ମୁଖ୍ୟ ସହଯୋଗୀକୁ ପୋଲିସ ଗିରଫ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର