Masthead

ଦେବଭୂମି ଉତ୍ତାରାଖଣ୍ଡରେ ପ୍ରକୃତିର ତାଣ୍ଡବ ରୂପ

ଉତ୍ତରାଖଣ୍ଡ(ବଡ଼ ଖବର): ମଣିଷମାନେ ସବୁବେଳେ ପ୍ରକୃତି ଉପରେ ଅତ୍ୟାଚାର କରିଥାନ୍ତି , ତାର ପ୍ରତିଉତ୍ତର ସ୍ୱରୂପ ପ୍ରକୃତି ଯେତେବେଳେ ତାଣ୍ଡବ କରେ ତା’ର କରାଳ ରୂପ ଭୟଙ୍କର ପରିସ୍ଥିତି ସୃଷ୍ଟି କରେ । ଏମିତି ଏକ ଭୟଙ୍କର ପରିସ୍ଥିତି ସୃଷ୍ଟି ହୋଇଛି ଦେବଭୂମି ଉତ୍ତରାଖଣ୍ଡରେ, ପ୍ରବଳ ବର୍ଷା ପରେ ଭୂସ୍ଖଳନ ଯୋଗୁଁ ପରିସ୍ଥିତିକୁ ନିୟନ୍ତ୍ରଣ କରିବା କଷ୍ଟ ହୋଇଯାଇଛି । ପ୍ରକୃତିର ତାଣ୍ଡବ ଯୋଗୁଁ ୧୨ ଜଣ ପର୍ବତାରୋହିଙ୍କ ସମେତ ୬୭ ଜଣଙ୍କ ଜୀବନ ଗଲାଣି । ଖରାପ ପାଗ ଯୋଗୁଁ ଲୋକମାନଙ୍କୁ ଉଦ୍ଧାର କରିବା ସମ୍ଭପର ହୋଇ ପାରୁନି ।

କାପକୋଟା ସବଡିଭିଜନାଲ ମାଜିଷ୍ଟ୍ରେଟ ପାରିତୋଷ ବର୍ମା କହିଛନ୍ତି,ବିଭିନ୍ନ ସ୍ଥାନରେ ଭୂସ୍ଖଳନ ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କୁ ଉଦ୍ଧାର କରାଯାଇ ପାରୁନି । ଶନିବାର ହୋଇଥିବା ଭୂସ୍ଖଳନରେ ମାଟି ଅତଡ଼ା ଖସି ବହୁତ ଲୋକ ମାଟି ତଳେ ଫସି ରହିଛନ୍ତି, ଯାହାକୁ ବହୁତ ଶୀଘ୍ର ଉଦ୍ଧାର କରାଯିବ ବୋଲି ପ୍ରୟାସ ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା