Masthead

ଆତଙ୍କୀଙ୍କ ଟାର୍ଗେଟରେ ସାଧାରଣ ନାଗରିକ

ଶ୍ରୀନଗର(ବଡ଼ ଖବର ବ୍ୟୁରୋ):  ପୁଣି ଆତଙ୍କବାଦୀଙ୍କ ଟାର୍ଗେଟରେ ଜମ୍ମୁ-କଶ୍ମୀରରେ ଥିବା ସାଧାରଣ ନାଗରିକ । ଜୈନପୋରା ଅଞ୍ଚଳରେ ବାବାପୋରା ଠାରେ ଜଣେ ସାଧାରଣ ନାଗରିକଙ୍କରୁ ଗୁଳି କରି ହତ୍ୟା କରାଯାଇଛି । ଏହି ଘଟଣାରେ ଜମ୍ମୁ-କଶ୍ମୀର ପୋଲିସ ଏବଂ ସେନା ଅତଙ୍କବାଦୀଙ୍କ ଉପରେ କଟକଣା ଜାରି କରିବା ପରେ ଉପତ୍ୟକାରେ ଅତି କମରେ ୧୧ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଛି ।

ସେମାନଙ୍କ ମଧ୍ୟରେ ୫ ଜଣ ବିହାରର ଶ୍ରମିକ ହୋଇଥିବା ବେଳେ ଦୁଇ ଜଣ ଶିକ୍ଷକ ସମେତ କଶ୍ମୀରର କିଛି ସମ୍ପ୍ରଦାୟର ଅଛନ୍ତି । ସେପଟେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତିନି ଦିନିଆ ଜମ୍ମୁ-କଶ୍ମୀର ଗସ୍ତରେ ଥିବା ବେଳେ ଏହି ଆକ୍ରମଣ ହୋଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା