Masthead

ମହାମେଣ୍ଟ ଭାଙ୍ଗିବା ପରେ ପ୍ରଥମ ଥର ମୁହଁ ଖୋଲିଲେ ଲାଲୁ

ପାଟନା(ବଡ଼ ଖବର ବ୍ୟୁରୋ): ବିହାରରେ ପାଖେଇ ଆସୁଛି ଉପ-ନିର୍ବାଚନ । ଏନେଇ ଛୋଟ ଠାରୁ ଆରମ୍ଭ କରି ବଡ଼ ଦଳ ସମସ୍ତେ ଚଳଚଞ୍ଚଳ ହୋଇ ଉଠିଛନ୍ତି । ଏପରିକି ନିଜର ରଣନୀତି ମଧ୍ୟ ପ୍ରସ୍ତୁତ କରି ସାରିଲେଣି । ହେଲେ ଏହା ମଧ୍ୟରେ କଂଗ୍ରେସ ଓ ଆରଜେଡି ଅର୍ଥାତ ଲାଲୁ ଯାଦବଙ୍କ ଦଳ ମଧ୍ୟରେ ହୋଇଥିବା ମେଣ୍ଟ ଭାଙ୍ଗିବାର କଥା ସାମ୍ନାକୁ ଆସିଥିଲା । ଏହା ପରେ ପୁଣି ବିହାର ସମେତ ସାରା ଦେଶର ରାଜନୈତିକ ମାହୋଲ ବେଶ ଚଳଚଞ୍ଚଳ ହୋଇ ଉଠିଥିଲା । ଇତି ମଧ୍ୟରେ ଲାଲୁ ଏନେଇ ପ୍ରଥମଥର କରି ମୁହଁ ଖୋଲିଥିବାର ଦେଖିବାକୁ ମିଳିଛି । ତେବେ ବିହାରରେ କଂଗ୍ରେସର ମହାମେଣ୍ଟ କଣ ?

ଆମେ ସବୁ କିଛି କଂଗ୍ରେସକୁ ଛାଡ଼ିଦେଇଥାନ୍ତୁ କି ? ସେପଟେ ବିହାରର ଦୁଇଟି ବିଧାନସଭା ଆସନରେ ଉପ-ନିର୍ବାଚନ ମତଦାନ ଅନୁଷ୍ଠିତ ହେବ । ତେଣୁ ଦୀର୍ଘ ତିନି ବର୍ଷର ବ୍ୟବଧାନ ପରେ ଲାଲୁ ଯାଦବ ବିହାର ଯାଉଥିବାର ସୂଚନା ମିଳିଛି । ବିହାର ପହଞ୍ଚିବା ପରେ ଆରଜେଡି ମୁଖ୍ୟ ଲାଲୁ ଯାଦବ ତାରପୁରରେ ଆରଜେଡି ପ୍ରାର୍ଥୀ ପାଇଁ ପ୍ରଚାର କରିବେ ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା