Masthead

କାନପୁରରେ ଚିହ୍ନଟ ହେଲେ ପ୍ରଥମ ଜିକା ରୋଗୀ

କାନପୁର(ବଡ଼ ଖବର ବ୍ୟୁରୋ):ଉତ୍ତରପ୍ରଦେଶର କାନପୁର ଠାରେ ପ୍ରଥମ ଜିକା ରୋଗୀ ଚିହ୍ନଟ ହୋଇଛନ୍ତି । ଏ ଖବର ସାମ୍ନାକୁ ଆସିବା ପରେ ସାରା ଦେଶରେ ଭୟର ବାତାବରଣ ଖେଳିଯାଇଛି । ସେପଟେ ଦିଲ୍ଲୀରୁ ବିଶେଷଜ୍ଞ ଟିମ କାନପୁର ପହଞ୍ଚି ରୋଗୀ ସଂସ୍ପର୍ଶରେ ଆସିଥିବା ଲୋକଙ୍କ ସାମ୍ପଲ କଲେକ୍ସନ କରିଛନ୍ତି । ଏହା ପରେ ସମସ୍ତ ସାମ୍ପଲକୁ ଟେଷ୍ଟ ପାଇଁ ପଠାଇ ଦିଆଯାଇଛି ।

ଅନ୍ୟପଟେ ଗତ କିଛି ଦିନ ଧରି ସମ୍ପୃକ୍ତ ବ୍ୟକ୍ତି ଜଣଙ୍କ ଜ୍ୱରରେ ପୀଡ଼ିତ ଥିଲେ । ତେବେ ଭାଇରସର ପ୍ରସାର ହୋଇଛି କି ନାହିଁ ତାହା ଜାଣିବା ପାଇଁ ୧୦ଟି ଟିମ ଗଠନ କରାଯାଇଥିବାର ସୂଚନା ମିଳିଛି । ସମ୍ପୃକ୍ତ ବ୍ୟକ୍ତି ଜଣଙ୍କ ବାୟୁସେନା ଷ୍ଟେସନର କର୍ମଚାରୀ । ତାଙ୍କୁ ଏୟାରଫୋର୍ସ ହସ୍ପିଟାଲେରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା