Masthead

ଭାରତ ନିରାଶ

ଦୁବାଇ(ବଡ଼ ଖବର ବ୍ୟୁରୋ): ବଦଳିଲା ଇତିହାସ । ଦୀର୍ଘଦିନର ପରମ୍ପରାକୁ ଭାଙ୍ଗିଲା ପାକିସ୍ତାନ । ଏହା ସହ ୧୩୦ କୋଟି ଜନତାଙ୍କୁ ନିରାଶ କରିଛି ବିରାଟ ସେନା । ଟି-୨୦ ବିଶ୍ଵ କପ୍‌ରେ ଲଗାତାର ୫ ମୁକାବିଲା ହାରିବା ପରେ ପାକିସ୍ତାନ ବିଜୟ ହାସଲ କରିଛି। ଦୁବାଇର ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯାଇଥିବା ମହାମୁକାବିାଲରେ ପାକିସ୍ତାନ ଉଭୟ ବୋଲିଂ ଏବଂ ବ୍ୟାଟିଂରେ ଅବିଶ୍ଵସନୀୟ ପ୍ରଦର୍ଶନ କରି ଭାରତକୁ ୧୦ ଓ୍ଵିକେଟ୍‌ରେ ମାତ୍ ଦେଇ ସହୟ ବିଜୟ ହାସଲ କରିଛି ।

ବିଜୟ ସହ ପାକିସ୍ତାନ ନିଜର ଟି-୨୦ ବିଶ୍ଵ କପ୍ ଅଭିଯାନ ଆରମ୍ଭ କରିଥିବା ବେଳେ ପରାଜୟ ସହ ନିଜର ଅଭିଯାନ ଆରମ୍ଭ କରିଛି ଭାରତ। ଆଜିର ମ୍ୟାଚ୍ ପୂର୍ବରୁ ଭାରତ କେବେ ବି ୫୦ ଓଭର କିମ୍ବା ଟି-୨୦ ବିଶ୍ଵ କପ୍‌ରେ ପାକିସ୍ତାନଠୁ ହାରିନଥିଲା। ହେଲେ ବିରାଟଙ୍କ ନେତୃତ୍ଵାଧୀନ ଭାରତୀୟ ଦଳ ଏହି ପରମ୍ପରାକୁ ବଜାୟ ରଖିବାରେ ବିଫଳ ହୋଇଛନ୍ତି। ଏପରିକି ପ୍ରଥମ ଥର ଭାରତ ଟି-୨୦ ବିଶ୍ଵ କପରେ ୧୦ ଓ୍ଵିକେଟ୍‌ରେ ପରାଜୟ ଭୋଗିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା