Masthead

ଦେଖିନଥିବେ ଏମିତି ମାଛ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ଭଦ୍ରକ ଜିଲ୍ଲା ଚାନ୍ଦବାଲି ଅଞ୍ଚଳରେ ଏକ ବିରଳ ପ୍ରଜାତିର ମାଛ ଉଦ୍ଧାର ହୋଇଛି । ଗତମାସ ବୈତରଣୀ ନଦୀରେ ଆସିଥିବା ବନ୍ୟାରେ ଏହି ମାଛଟି ରାସ୍ତା ଉପରକୁ ଉଠି ଆସିଥିଲା । କ୍ରିଷ୍ଣା ନାମକ ଜଣେ ମତ୍ସ୍ୟଜୀବୀ ତାକୁ ଉଦ୍ଧାର କରି ନିଜ ଘରେ ରଖିଛନ୍ତି । ମାଛଟିର ଦେହସାରା କଣ୍ଟା ଥିବା ବେଳେ ଏହାର ପାଟି ତଳପଟକୁ ରହିଛି । ଏହା ଦେଖିବାକୁ ବିଲେଇ ଶଦୃଶ ହୋଇଥିବାରୁ ଏହାକୁ କ୍ୟଟଫିସ ବୋଲି କୁହାଯାଏ । ଏହି ପ୍ରଜାତିର ମାଛ ସାଧାରଣତଃ ଦକ୍ଷିଣ ଆମେରିକାର ଆମଜନ ଅଞ୍ଚଳରେ ଦେଖିବାକୁ ମିଳେ । ତେବେ ଜଳବାୟୁ ପରିବର୍ତ୍ତନ ଓ ଖାଦ୍ୟ ଅନ୍ୱେଷଣରେ ଏହି ପ୍ରଜାତିର ମାଛ ଓଡ଼ିଶା ଉପକୁଳ ମୁହାଁ ହେଉଥିବା କହିଛନ୍ତି ସାମୁଦ୍ରିକ ବିଷେଶଜ୍ଞ । ମାଛଟି ମାଂସାହାରୀ ଓ ଉକ୍ରଟ ବିଷଯୁକ୍ତ ହୋଇଥିବାରୁ ପରିବେଶ ଓ ଜୈବ ବିବିଧତା ପାଇଁ ଏହି ପ୍ରଜାତିର ମାଛ ବିପଦ ଅଟନ୍ତି ବୋଲି କୁହନ୍ତି ବିଷେଶଜ୍ଞ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ