ଆଜି ‘ବଡ଼ ଖବର’ର ସ୍ୱନକ୍ଷତ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ‘ବଡ଼ ଖବର’ର ସ୍ୱନକ୍ଷତ୍ର । ବର୍ଷେ ପୂରା କଲା ଲୋକଙ୍କ ଚ୍ୟାନେଲ । ୨୦୨୦ ଅକ୍ଟୋବର ୨୫ରୁ ଆରମ୍ଭ ହୋଇଥିବା ଲୋକଙ୍କ ଚ୍ୟାନେଲ ‘ବଡ଼ ଖବର’କୁ ଅଜସ୍ର ଭଲପାଇବା ପାଇଁ ଦର୍ଶକଙ୍କୁ ଧନ୍ୟବାଦ । ଏହାକୁ ଆହୁରି ସ୍ମରଣୀୟ କରିବାକୁ ‘ବଡ଼ ଖବର’ ପରିବାର ଏକ ଗୁରୁତ୍ୱପୂର୍ଣ୍ଣ କନକ୍ଲେଭର ଆୟୋଜନ କରିଛି ।

ଯେଉଁଥିରେ ଗୋଟିଏ ମଞ୍ଚରେ ଏକାଠି ହେବେ ରାଜ୍ୟ ରାଜନୀତିର ୩ ଚର୍ଚ୍ଚିତ ଚେହେରା । ଇଣ୍ଡିଆନ ମିଡିଆ ସୋ ସରି ଶୀର୍ଷକରେ ମତ ରଖିବେ ପ୍ରଖ୍ୟାତ ଲେଖକ ରସିଦ କିଦ୍ୱାଇ । ଯାହାର ସିଧାପ୍ରସାରଣ ଦେଖିପାରିବେ ଆଜି ରାତି ୮ଟାରୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’