Masthead

ସୀମାରେ ମୁହାଁମୁହିଁ  ମାଓବାଦୀ-ପୋଲିସ

ମାଲକାନଗିରି (ବଡ଼ ଖବର ବ୍ୟୁରୋ):  ପୋଲିସକୁ ବଡ ସଫଳତା । ପୁଣି ସୀମାରେ ମୁହାଁମୁହିଁ ହେଲେ ମାଓବାଦୀ-ପୋଲିସ । ଗୁଳି ବିନିମୟରେ ଟଳିଲେ ୩ ମାଓବାଦୀ । ତେଲେଙ୍ଗାନା-ଛତିଶଗଡ ସୀମା ମୁଲୁଗୁ ଜଙ୍ଗଲରେ ଏହି ଗୁଳି ବିନିମୟ ହୋଇଛି । ଏଥିରେ ୩ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଏକେ-୪୭ ବନ୍ଧୁକ, ରାଇଫଲ ଜବତ କରିଛି ପୋଲିସ । ଏହାସହ ସର୍ଚ୍ଚ ଅପରେସନ ଜାରି ରଖିଛି ପୋଲିସ ।ମାଓବାଦୀଙ୍କୁ କଡା ଜବାବ ଦେଉଛି ପୋଲିସ ।

ନିକଟରେ ଓଡ଼ିଶାର ତୁଳସୀପୁର ପାହାଡ଼ ଜଙ୍ଗଲରେ ପୋଲିସ-ମାଓ ଗୁଳି ବିନିମୟ ହୋଇଥିଲା । ଏଥିରେ ଦୁଇ ମହିଳା, ଜଣେ ପୁରୁଷ ମାଓବାଦୀ ପ୍ରାଣ ହରାଇଥିଲେ । ମାଓ ନେତା ସୁନୀଲ ସହିତ ଅନ୍ୟ କିଛି ମାଓନେତା ପୋଲିସର ଆକ୍ରମଣ ପ୍ରତିହତ କରିନପାରି ଛତ୍ରଭଙ୍ଗ ଦେଇଥିଲେ । ତେବେ ଘଟଣାସ୍ଥଳରୁ ଇନସାସ ବନ୍ଧୁକ, ବିସ୍ଫୋରକ ଓ କିଛି ମାଓ ବ୍ୟବହୃତ ସାମଗ୍ରୀ ଜବତ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ