Masthead

ରଜନୀକାନ୍ତଙ୍କୁ ଦାଦା ସାହେବ ଫାଲକେ ଆୱାର୍ଡ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):   ଦିଲ୍ଲୀ ବିଜ୍ଞାନ ଭବନରେ ଅନୁଷ୍ଠିତ ହୋଇଛି ୬୭ ତମ ଫିଲ୍ମ ପୁରସ୍କାର ଉତ୍ସବ । ତେବେ ବଲିଉଡର ଭର୍ସଟାଇଲ ଅଭିନେତା ମନୋଜ ବାଜପେୟୀଙ୍କୁ ମିଳିଲା ଜାତୀୟ ଫିଲ୍ମ ପୁରସ୍କାର । ତାଙ୍କୁ ଶ୍ରେଷ୍ଠ ଅଭିନେତା ରୂପେ ପୁରସ୍କୃତ କରାଯାଇଛି । ଫିଲ୍ମ ‘ଭୋସଲେ’ ପାଇଁ ତାଙ୍କୁ ଏହି ପୁରସ୍କାର ଦିଆଯାଇଛି ।

ତେବେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି । ସେହିପରି ସାଉଥ ସୁପରଷ୍ଟାର ଧନୁଷଙ୍କୁ ମଧ୍ୟ ଶ୍ରେଷ୍ଠ ଅଭିନେତା ରୂପେ ଫିଲ୍ମ ‘ଅସରୁନ୍’ ପାଇଁ ଜାତୀୟ ପୁରସ୍କାର ମିଳିଛି । କଙ୍ଗନା ରଣାୱତଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ମିଳିଛି ।ତାଙ୍କୁ ଫିଲ୍ମ ‘ପଙ୍ଗା ଓ ମଣିକର୍ଣ୍ଣିକା’ ପାଇଁ ଏହି ପୁରସ୍କାର ପ୍ରାଦାନ କରାଯାଇଛି । ସେହିପରି ବଲିଉଡ ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଫିଲ୍ମ ‘ଛିଛୋରେ’ କୁ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ପୁରସ୍କାର ମିଳିଛି ।

ସେପଟେ ସାଉଥର ସୁପରଷ୍ଟାର ତଥା ଥଲାଇଭା ରଜନୀକାନ୍ତଙ୍କୁ ମିଳିଛି ୫୧ ତମ ଦାଦା ସାହେବ ଫାଲକେ ଆୱାର୍ଡ । ସେହିପରି ୩ ଓଡ଼ିଆ ଫିଲ୍ମ ‘ଶଲା ବୁଢ଼ାର ବଦଲା’ ‘କାଲିର ଅତୀତକୁ’ ପୁରସ୍କାର ପ୍ରଦାନ କରାଯାଇଛି । ବେଷ୍ଟ ଆର୍ଟ ଆଣ୍ଡ କଲଚର ଫିଲ୍ମ ଭାବେ ‘ଶ୍ରୀକ୍ଷେତ୍ରରୁ ସାହି ଯାତ’କୁ ଜାତୀୟ ଫିଲ୍ମ ପୁରସ୍କାର ହାତେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା