Masthead

ଜଳିଗଲେ ଦମ୍ପତି

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ଘର ଭିତରେ ଜଳିଗଲେ ଦମ୍ପତି । ଅଳ୍ପକେ ବର୍ତ୍ତିଗଲା ୯ ବର୍ଷର ପୁଅ । ଏଭଳି ଅଭାବନୀୟ ଘଟଣା ଘଟିଛି ବାମେବାରୀ ଥାନା ବଳଦା ଗାଁରେ । ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗି ପୋଡ଼ି ହୋଇଥିବା ସନ୍ଦେହ କରାଯାଉଛି। ଫ୍ରିଜ୍ ଓ ଅନ୍ୟାନ୍ୟ ଆସବାବପତ୍ର ପତ୍ର ପୋଡିଯାଇଥିବା ସୂଚନା ରହିଛି । ମୃତ ଦମ୍ପତ୍ତି ହେଲେ ପୂର୍ଣ୍ଣଚନ୍ଦ୍ର ଦେହୁରୀ ଓ ଲକ୍ଷ୍ମୀ ଦେହୁରୀ ।

ଘର ଭିତରେ ଜୀଅନ୍ତା ଜଳିଗଲେ ସ୍ବାମୀ-ସ୍ତ୍ରୀ । ଫ୍ରିଜ୍ ଓ ଅନ୍ୟାନ୍ୟ ଆସବାବପତ୍ର ପୋଡିଯାଇଥିବା ମଧ୍ୟ ସୂଚନା ମିଳିଛି । ଖବର ପାଇ ଘଣ୍ଟା ମୃତଦେହ ଦେହ ଉଦ୍ଧାର କରି ବାମେବାରୀ ପୋଲିସର ତଦନ୍ତ ଚାଳାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ